ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଆଜିଠୁ ଆରମ୍ଭ

in #steempress6 years ago


ଭୁବନେଶ୍ୱର(ଏଟିଆର ବ୍ୟୁରୋ): ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଆଜିଠୁ ଆରମ୍ଭ । ସକାଳ ୧୦ଟା ୩୦ରୁ ପରୀକ୍ଷା ଆରମ୍ଭ ହୋଇଛି, ଅପରାହ୍ନ ସାଢେ ଗୋଟେ ରେ ପରୀକ୍ଷା ଶେଷ ହେବ । ଦଶମ ଶ୍ରେଣୀ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇ ମାଚ୍ଚ ୨୦ ତାରିଖରେ ଶେଷ ହେବ । ଅନ୍ୟପଟେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମାର୍ଚ୍ଚ ୩୦ ରେ ଶେଷ ହେବ ।

ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ୫ ହଜାର ୩୭୬ ଟି ପରୀକ୍ଷା କେନ୍ଦ୍ର ଖୋଲାଯାଇଥିବା ବେଳେ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ୪ ହଜାର ୯୮୩ ଟି ପରୀକ୍ଷା କେନ୍ଦ୍ର ଖୋଲାଯାଇଛି ।

ଚଳିତ ବର୍ଷ ଦଶମ ଶ୍ରେଣୀ ପରୀକ୍ଷା ପାଇଁ ୧୮ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ସେହିପରି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ୧୨ ଲକ୍ଷ ଛାତ୍ର ଛାତ୍ରୀ ପରୀକ୍ଷା ଦେଉଛନ୍ତି ।

Coin Marketplace

STEEM 0.04
TRX 0.32
JST 0.083
BTC 60529.37
USDT 1.00
ETH 1546.19
SBD 0.47